
ଧର୍ମଗଡ଼ (ସତ୍ୟଯୁଗ ମିଡିଆ ଏକ ନୂଆଁ ଦିଗନ୍ତ ନ୍ୟାୟ ଓ ସତ୍ୟ ପାଇଁ) ଧର୍ମଗଡ ବ୍ଲକ ଅନ୍ତର୍ଗତ ପର୍ଲା ପଞ୍ଚାୟତର ଚିତାମୁଣ୍ଡା ଗାଁରେ ଶ୍ରୀ ମୁରଲୀ କୁମାର ଦାସଙ୍କ ଧର୍ମପତ୍ନୀ ଶ୍ରୀମତୀ ମଞ୍ଜୁଲତା ଦାସ (୬୦) ଆଜି ସକାଳ ୮:୨୦ ମିନିଟରେ ହୃଦୟଘାତ ଯୋଗୁଁ ପରଲୋକ ଗମନ କରିଛନ୍ତି। ତାଙ୍କ ବିୟୋଗରେ ସମଗ୍ର ପରିବାରରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ଅନ୍ତିମ ସଂସ୍କାର ଦାସ ପରିବାର ଓ ବନ୍ଧୁବର୍ଗଙ୍କ ଉପସ୍ଥିତିରେ ସମ୍ପନ୍ନ ହୋଇଛି। ତାଙ୍କ ଆତ୍ମାର ସଦଗତି ନିମନ୍ତେ ଅଞ୍ଚଳବାସି ପ୍ରାର୍ଥନା କରିଛନ୍ତି।
ଧର୍ମଗଡ଼ରୁ ଭରତ ଦାସଙ୍କ ରିପୋର୍ଟ ସତ୍ୟଯୁଗ ମିଡିଆ
13 thoughts on “ମଞ୍ଜୁଲତା ଦାସଙ୍କ ପରଲୋକ”
Comments are closed.